Ezekiel 28:17 — Compare Translations
5 translations compared side by side
Odia - 1840
"ତୁମ୍ଭର ସୌନ୍ଦର୍ୟ୍ଯ ହତେୁ ତୁମ୍ଭେ ଅହଙ୍କାରୀ ହାଇେଅଛ। ତୁମ୍ଭର ଜ୍ଞାନ ତୁମ୍ଭର ମହିମା ଦ୍ବାରା ଭ୍ରଷ୍ଟ ହାଇେଅଛି। ମୁଁ ତୁମ୍ଭକୁ ଧୂଳିକୁ ଫିଙ୍ଗି ଦଲେି ଯେପରି ରାଜା ତୁମ୍ଭର ଧ୍ବଂସ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସୌନ୍ଦର୍ଯ୍ୟ ହେତୁରୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୌନ୍ଦର୍ଯ୍ୟ ହେତୁ ତୁମ୍ଭେ ଅହଙ୍କାରୀ ହୋଇଅଛ। ତୁମ୍ଭର ଜ୍ଞାନ ତୁମ୍ଭର ମହିମା ଦ୍ୱାରା ଭ୍ରଷ୍ଟ ହୋଇଅଛି। ମୁଁ ତୁମ୍ଭକୁ ଧୂଳିକୁ ଫିଙ୍ଗି ଦେଲି ଯେପରି ରାଜା ତୁମ୍ଭର ଧ୍ୱଂସ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।
Odia IRV 2017 (ଓଡିଆ ବାଇବେଲ)