Ezekiel 28:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜର ଅଧର୍ମର ବାହୁଲ୍ଯ ରେ, ନିଜ ବାଣିଜ୍ଯ ବିଷଯକ ଅନ୍ଯାଯ ଦ୍ବାରା ନିଜର ପବିତ୍ର ସ୍ଥାନସବୁ ଅପବିତ୍ର କରିଅଛ। ଏଣୁ ମୁଁ ତୁମ୍ଭ ମଧ୍ଯରୁ ଅଗ୍ନି ବାହାର କଲି ଓ ତାହା ତୁମ୍ଭକୁ ଗ୍ରାସ କଲା। ପୁଣି ମୁଁ ସମସ୍ତଙ୍କୁ ଦଖାଇବୋ ପାଇଁ ତୁମ୍ଭକୁ ଧୂଳି ରେ ପରିଣତ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାର ଅଧର୍ମରେ ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ଵାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ନିଜର ପବିତ୍ର ସ୍ଥାନସବୁ ଅପବିତ୍ର କରିଅଛ। ଏଣୁ ମୁଁ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କଲି ଓ ତାହା ତୁମ୍ଭକୁ ଗ୍ରାସ କଲା। ପୁଣି ମୁଁ ସମସ୍ତଙ୍କୁ ଦେଖାଇବା ପାଇଁ ତୁମ୍ଭକୁ ଧୂଳିରେ ପରିଣତ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)