Ezekiel 28:19 — Compare Translations

5 translations compared side by side

Odia - 1840
"ସହେିସବୁ ଦେଖ ଯେଉଁମାନେ ତୁମ୍ଭକୁ ଜାଣିଥିଲେ, ସମାନେେ ତୁମ୍ଭଠାରୁ ଆତଙ୍କିତ ହବେେ। ତୁମ୍ଭର ପରିସମାପ୍ତି ଲୋକମାନଙ୍କୁ କମ୍ପିତ କରାଇବ ଏବଂ ତୁମ୍ଭେ କବେେ ପୂର୍ବବସ୍ଥାକୁ ଫରେିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
“‘ସେହିସବୁ ଦେଖ ଯେଉଁମାନେ ତୁମ୍ଭକୁ ଜାଣିଥିଲେ, ସେମାନେ ତୁମ୍ଭଠାରୁ ଆତଙ୍କିତ ହେବେ। ତୁମ୍ଭର ପରିସମାପ୍ତି ଲୋକମାନଙ୍କୁ କମ୍ପିତ କରାଇବ ଏବଂ ତୁମ୍ଭେ କେବେ ପୂର୍ବବସ୍ଥାକୁ ଫେରିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।”
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।”