Ezekiel 28:21 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୀଦୋନ ଆଡ଼କୁ ମୁହଁ ବୁଲାଇ ତାହା ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ଆଡ଼େ ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସୀଦୋନ ଆଡ଼କୁ ମୁହଁ ବୁଲାଇ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;