Ezekiel 28:22 — Compare Translations

5 translations compared side by side

Odia - 1840
"ଆଉ କୁହ, ' ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ଵିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ତାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ, ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କୁହ, ‘ମୋର ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “‘ହେ ସୀଦୋନ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ। ପୁଣି ମୁଁ ତୁମ୍ଭମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବି। ଆଉ ମୁଁ ନଗରକୁ ଦଣ୍ଡିତ ଓ ମୋର ନିଜକୁ ସେଠାରେ ପବିତ୍ର ରୂପେ ଦେଖାଇବି ପରେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)