Ezekiel 28:23 — Compare Translations

5 translations compared side by side

Odia - 1840
"ପୁଣି ମୁଁ ନଗର ମଧ୍ଯକୁ ମହାମାରୀ ଓ ମୃତ୍ଯୁ ପଠାଇବି, ଫଳ ରେ ବହୁ ଲୋକ ନଗର ମଧିଅରେ ମରିବେ। ନଗରର ପ୍ରାଚୀର ବାହା ରେ ଶତ୍ରୁମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରି ବହୁ ଲୋକ ମୃତ୍ଯୁବରଣ କରିବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ଲକୋକମାନେ ଜାଣିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ଼୍‍ଗ ଦ୍ଵାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ନଗର ମଧ୍ୟକୁ ମହାମାରୀ ଓ ମୃତ୍ୟୁ ପଠାଇବି, ଫଳରେ ବହୁ ଲୋକ ନଗର ମଧ୍ୟରେ ମରିବେ। ନଗରର ପ୍ରାଚୀର ବାହାରେ ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ବହୁ ଲୋକ ମୃତ୍ୟୁବରଣ କରିବେ। ତାହାହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ଲୋକମାନେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ୍ଗ ଦ୍ୱାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ୍ଗ ଦ୍ୱାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।