Ezekiel 28:24 — Compare Translations

5 translations compared side by side

Odia - 1840
"'ଏବଂ ଇଶ୍ରାୟେଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ବାରା ବେଷ୍ଟିତ ହବେ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆଁ କଣ୍ଟାବୁଦା ତୁଲ୍ଯ। ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେର ପ୍ରଭୁ ଅଟେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶୀୟମାନେ ଇସ୍ରାଏଲକୁ ଉପହାସ କରିବାରୁ ବିରତ ହେବେ “‘ଏବଂ ଇସ୍ରାଏଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ୱାରା ବେଷ୍ଟିତ ହେବ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆ କଣ୍ଟାବୁଦା ତୁଲ୍ୟ। ଏବଂ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ସେମାନଙ୍କର ପ୍ରଭୁ ଅଟେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)