Ezekiel 28:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ଇଶ୍ରାୟେଲ ବଂଶକୁ ନାନା ଗୋଷ୍ଠୀଗଣ ମଧିଅରେ ଛିନ୍ନଭିନ୍ନ କରିଥିଲି। କିନ୍ତୁ ପୁନର୍ବାର ଯେତବେେଳେ ମୁଁ ସମାନଙ୍କେୁ ଏକତ୍ରୀତ କରିବି। ସେତବେେଳେ ମୁଁ ନିଜକୁ ନାନା ଦେଶୀଯମାନଙ୍କ ଦୃଷ୍ଟି ରେ ପବିତ୍ର ରୂପେ ଦଖାଇବେି ଏବଂ ମୁଁ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦଇେଥିଲି ସମାନେେ ସହେି ଦେଶ ରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ-ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ଇସ୍ରାଏଲ ବଂଶକୁ ନାନା ଗୋଷ୍ଠୀଗଣ ମଧ୍ୟରେ ଛିନ୍ନଭିନ୍ନ କରିଥିଲି। କିନ୍ତୁ ପୁନର୍ବାର ଯେତେବେଳେ ମୁଁ ସେମାନଙ୍କୁ ଏକତ୍ରିତ କରିବି। ସେତେବେଳେ ମୁଁ ନିଜକୁ ନାନା ଦେଶୀୟମାନଙ୍କ ଦୃଷ୍ଟିରେ ପବିତ୍ର ରୂପେ ଦେଖାଇବି ଏବଂ ମୁଁ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲି ସେମାନେ ସେହି ଦେଶରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)