Ezekiel 28:26 — Compare Translations

5 translations compared side by side

Odia - 1840
"ସମାନେେ ତାହା ମଧିଅରେ ନିରାପଦ ରେ ବାସ କରିବେ। ସମାନେେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବେ। ମୁଁ ତା'ର ଚତୁର୍ଦ୍ଦିଗସ୍ଥିତ ସମସ୍ତ ଦେଶକୁ ଦଣ୍ଡିତ କରିବି ଯେଉଁମାନେ ସମାନଙ୍କେୁ ତିରସ୍କାର କଲେ, ତା'ପ ରେ ସମାନେେ ନିରାପଦ ରେ ବାସ କରିବେ, ତହିଁରେ ମୁଁ ଯେ ସଦାପ୍ରଭୁ ଓ ସମାନଙ୍କେର ପରମେଶ୍ବର ଅଟେ ଏହା ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ତାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହା ମଧ୍ୟରେ ନିରାପଦରେ ବାସ କରିବେ। ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବେ। ମୁଁ ତା’ର ଚତୁର୍ଦ୍ଦିଗସ୍ଥିତ ସମସ୍ତ ଦେଶକୁ ଦଣ୍ଡିତ କରିବି ଯେଉଁମାନେ ସେମାନଙ୍କୁ ତିରସ୍କାର କଲେ, ତା’ପରେ ସେମାନେ ନିରାପଦରେ ବାସ କରିବେ, ତହିଁରେ ମୁଁ ଯେ ସଦାପ୍ରଭୁ ଓ ସେମାନଙ୍କର ପରମେଶ୍ୱର ଅଟେ ଏହା ସେମାନେ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।