Ezekiel 28:3 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭେ ଭାବୁଛ ଯେ, ତୁମ୍ଭେ ଦାନିୟେଲଠାରୁ ଅଧିକ ଜ୍ଞାନୀ, ସମସ୍ତ ନିଗୂଢ଼ କଥା ଲୋକମାନଙ୍କଠାରୁ ତୁମ୍ଭେ ଜାଣିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତିଣ: ଦାନି. ୧:୨୦; ୨:୨୦-୨୩,୨୮; ୫:୧୧,୧୨
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ଭାବୁଛ ଯେ, ତୁମ୍ଭେ ଦାନିୟେଲଠାରୁ ଅଧିକ ଜ୍ଞାନୀ, ସମସ୍ତ ନିଗୂଢ଼ କଥା ଲୋକମାନଙ୍କଠାରୁ ତୁମ୍ଭେ ଜାଣି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି:
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି: