Ezekiel 28:4 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଜ୍ଞାନଦ୍ବାରା ଓ ଆପଣା ବୁଦ୍ଧିଦ୍ବାରା ଧନ ପ୍ରାପ୍ତ ହାଇେଅଛ ଓ ଆପଣା ଭଣ୍ଡାର ରେ ସୁନା ଓ ରୂପା ସଞ୍ଚଯ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଜ୍ଞାନ ଦ୍ଵାରା ଓ ଆପଣା ବୁଦ୍ଧି ଦ୍ଵାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ତାରରେ ସୁନା-ରୂପା ସଞ୍ଚୟ କରିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଜ୍ଞାନଦ୍ୱାରା ଓ ଆପଣା ବୁଦ୍ଧିଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;