Ezekiel 28:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ମହାଜ୍ଞାନ ଦ୍ବାରା ଓ ବାଣିଜ୍ଯ ଦ୍ବାରା ଆପଣାର ଧନ ବଢ଼ାଇ ଅଛ। ଆଉ ତୁମ୍ଭର ଏହି ଧନ ସକାେଶ ତୁମ୍ଭର ଚିତ୍ତ ଗର୍ବିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ଵାରା ଓ ବାଣିଜ୍ୟ ଦ୍ଵାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ମହାଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇ ଅଛ। ଆଉ ତୁମ୍ଭର ଏହି ଧନ ସକାଶେ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।