Ezekiel 28:6 — Compare Translations

5 translations compared side by side

Odia - 1840
"' ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ସୋର, ତୁମ୍ଭେ ଆପଣା ଚିତ୍ତକୁ ପରମେଶ୍ବରଙ୍କ ଚିତ୍ତ ତୁଲ୍ଯ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ଵରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ହେତୁରୁ,
Odia Bible ERV 2004 (ପବିତ୍ର ବାଇବଲ)
“‘ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ହେ ସୋର, ତୁମ୍ଭେ ଆପଣା ଚିତ୍ତକୁ ପରମେଶ୍ୱରଙ୍କ ଚିତ୍ତ ତୁଲ୍ୟ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,