Ezekiel 28:7 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ବିପକ୍ଷ ରେ ବିଦେଶୀମାନଙ୍କୁ ଆଣିବି, ବାହାର ଦେଶରୁ ନିର୍ଦ୍ଦଯ ଲୋକମାନଙ୍କୁ ଆଣିବି। ତେଣୁ ସମାନେେ ତୁମ୍ଭର ସୁନ୍ଦର ବସ୍ତୁ ବିପକ୍ଷ ରେ ଶତ୍ରୁ ଉତ୍ତୋଳନ କରିବେ ଯାହା ତୁମ୍ଭକୁ ତୁମ୍ଭର ଜ୍ଞାନ ଆଣିଦଇେଥିଲା, ଏବଂ ତୁମ୍ଭର ଶାେଭା ବିଧ୍ବସ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ବିପକ୍ଷରେ ବିଦେଶୀମାନଙ୍କୁ ଆଣିବି, ବାହାର ଦେଶରୁ ନିର୍ଦ୍ଦୟଲୋକମାନଙ୍କୁ ଆଣିବି। ତେଣୁ ସେମାନେ ତୁମ୍ଭର ସୁନ୍ଦର ବସ୍ତୁ ବିପକ୍ଷରେ ଶତ୍ରୁ ଉତ୍ତୋଳନ କରିବେ ଯାହା ତୁମ୍ଭକୁ ତୁମ୍ଭର ଜ୍ଞାନ ଆଣିଦେଇଥିଲା, ଏବଂ ତୁମ୍ଭର ଶୋଭା ବିଧ୍ୱସ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ।