Ezekiel 28:8 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭକୁ କବର ଭିତରକୁ ଘନେି ଆସିବେ। ଆଉ ତୁମ୍ଭେ ସମୁଦ୍ରର ମଧ୍ଯସ୍ଥାନ ରେ ହତ ଲୋକମାନଙ୍କ ମୃତ ତୁଲ୍ଯ ମୃତ୍ଯୁ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁ ତୁଲ୍ୟ ମୃତ୍ୟୁଭୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭକୁ କବର ଭିତରକୁ ଘେନି ଆସିବେ। ଆଉ ତୁମ୍ଭେ ସମୁଦ୍ରର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ ତୁଲ୍ୟ ମୃତ୍ୟୁ ଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁୁ ତୁଲ୍ୟ ମୃତ୍ୟୁୁଭୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁୁ ତୁଲ୍ୟ ମୃତ୍ୟୁୁଭୋଗ କରିବ।