Ezekiel 28:9 — Compare Translations

5 translations compared side by side

Odia - 1840
"ତୁମ୍ଭେ କ'ଣ ତୁମ୍ଭ ଯାଜକ ସମ୍ମୁଖ ରେ ମୁଁ ପରମେଶ୍ବର ବୋଲି କହିବ? କିନ୍ତୁ ତୁମ୍ଭେ ନିଜ ଘାତକ ନିକଟରେ ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, ପରମେଶ୍ବର ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ମୁଁ ଈଶ୍ଵର? ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ଵର ନୁହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ତୁମ୍ଭ ଯାଜକ ସମ୍ମୁଖରେ “ମୁଁ ପରମେଶ୍ୱର” ବୋଲି କହିବ? କିନ୍ତୁ ତୁମ୍ଭେ ନିଜ ଘାତକ ନିକଟରେ ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, “ମୁଁ ଈଶ୍ୱର?” ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।