Ezekiel 29:1 — Compare Translations
5 translations compared side by side
Odia - 1840
"ଦଶମ ବର୍ଷର ଦଶମ ମାସର ଦ୍ବାଦଶ ଦିନ ରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦଶମ ବର୍ଷର ଦଶମ ମାସ, ମାସର ଦ୍ଵାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ମିଶର ବିପକ୍ଷରେ ବାର୍ତ୍ତା ଦଶମ ବର୍ଷର ଦଶମ ମାସର ଦ୍ୱାଦଶ ଦିନରେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,