Ezekiel 29:10 — Compare Translations

5 translations compared side by side

Odia - 1840
"ତେଣୁ ମୁଁ (ପରମେଶ୍ବର) ତୁମ୍ଭର ଓ ତୁମ୍ଭ ନଦୀ ସମୂହର ପ୍ରତିକୂଳ ଅଟେ। ମୁଁ ସିବନେୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ୟ୍ଯନ୍ତ ସମଗ୍ର ମିଶର ଦେଶକୁ ଶୂନ୍ଯ ଓ ଧ୍ବଂସସ୍ଥାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି ଆମ୍ଭେ ସିବେନୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତା; ଶୂନ୍ୟ ଓ ଧ୍ଵଂସସ୍ଥାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ (ପରମେଶ୍ୱର) ତୁମ୍ଭର ଓ ତୁମ୍ଭ ନଦୀ ସମୂହର ପ୍ରତିକୂଳ ଅଟେ। ମୁଁ ସିବେନୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ଯ୍ୟନ୍ତ ସମଗ୍ର ମିଶର ଦେଶକୁ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପୁଣି କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପୁଣି କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।