Ezekiel 29:11 — Compare Translations
5 translations compared side by side
Odia - 1840
"କୌଣସି ମନୁଷ୍ଯ କିମ୍ବା ପଶୁ ତୁମ୍ଭ ଦେଶ ମଧିଅରେ ୟାତାଯତ କରିବେ ନାହିଁ। ଚାଳିଶ ବର୍ଷ ପର୍ୟ୍ଯନ୍ତ ମିଶର ଅପ୍ରତିଷ୍ଠିତ ହାଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି-ସ୍ଥାନ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ମନୁଷ୍ୟ କିମ୍ବା ପଶୁ ତୁମ୍ଭ ଦେଶ ମଧ୍ୟରେ ଯାତାୟାତ କରିବେ ନାହିଁ। ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମିଶର ଅପ୍ରତିଷ୍ଠିତ ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି ସ୍ଥାନ ନୋହିବ।
Odia IRV 2017 (ଓଡିଆ ବାଇବେଲ)
କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି-ସ୍ଥାନ ନୋହିବ।