Ezekiel 29:12 — Compare Translations
5 translations compared side by side
Odia - 1840
"ଚାଳିଶ ବର୍ଷ ପର୍ୟ୍ଯନ୍ତ ମୁଁ ମିଶରକୁ ଅନ୍ଯାନ୍ଯ ଜନଶୂନ୍ଯ ଦେଶମାନଙ୍କ ମଧିଅରେ ଏକ ଜନଶୂନ୍ଯ ରାଷ୍ଟ୍ର କରି ଦବେି ଏବଂ ଏହାର ନଗରଗୁଡ଼ିକରେ ଅନ୍ଯାନ୍ଯ ଭଗ୍ନ ନଗର ପରି ଭଗ୍ନାବଶଷେ ରହିୟିବ। ମୁଁ ମିଶରୀଯମାନଙ୍କୁ ନାନା ଦେଶୀଯମାନଙ୍କ ମଧିଅରେ ଛିନ୍ନଭିନ୍ନ କରିବି ଓ ନାନା ଦେଶ ରେ ସମାନଙ୍କେୁ ବିକ୍ଷିପ୍ତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମିସର ଦେଶକୁ ଧ୍ଵଂସିତ ଦେଶସମୂହର ମଧ୍ୟରେ ଧ୍ଵଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ଵଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମୁଁ ମିଶରକୁ ଅନ୍ୟାନ୍ୟ ଜନଶୂନ୍ୟ ଦେଶମାନଙ୍କ ମଧ୍ୟରେ ଏକ ଜନଶୂନ୍ୟ ରାଷ୍ଟ୍ର କରି ଦେବି ଏବଂ ଏହାର ନଗରଗୁଡ଼ିକରେ ଅନ୍ୟାନ୍ୟ ଭଗ୍ନ ନଗର ପରି ଭଗ୍ନାବଶେଷ ରହିଯିବ। ମୁଁ ମିଶରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବି ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।