Ezekiel 29:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, କିନ୍ତୁ ଚାଳିଶ ବର୍ଷ ପ ରେ, ମୁଁ ମିଶରୀଯମାନଙ୍କୁ ସମସ୍ତ ଦେଶରୁ ଏକତ୍ରୀତ କରିବି, ଯେଉଁ ଦେଶଗୁଡ଼ିକରେ ସମାନେେ ଛିନ୍ନଛତ୍ର ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ମିସ୍ରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “କିନ୍ତୁ ଗ୍ଭଳିଶ୍ ବର୍ଷ ପରେ, ମୁଁ ମିଶରୀୟମାନଙ୍କୁ ସମସ୍ତ ଦେଶରୁ ଏକତ୍ରିତ କରିବି, ଯେଉଁ ଦେଶଗୁଡ଼ିକରେ ସେମାନେ ଛିନ୍ନଛତ୍ର ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସ୍ରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;