Ezekiel 29:14 — Compare Translations

5 translations compared side by side

Odia - 1840
"ଏବଂ ମୁଁ ମିଶରୀଯମାନଙ୍କୁ ଫରୋଇ ଆଣିବି, ମୁଁ ସମାନଙ୍କେୁ ସମାନଙ୍କେର ଜନ୍ମଭୂମି ପାଥ୍ରୋଷକୁ ଫରୋଇ ଆଣିବି। ଏବଂ ସଠାେ ରେ ସମାନେେ ଗୋଟିଏ ଅପ୍ରଧାନ ରାଜ୍ଯ ହାଇେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ମିସରର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମ-ସ୍ଥାନ ପଥ୍ରୋଷ୍ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ମିଶରୀୟମାନଙ୍କୁ ଫେରାଇ ଆଣିବି, ମୁଁ ସେମାନଙ୍କୁ ସେମାନଙ୍କର ଜନ୍ମଭୂମି ପାଥ୍ରୋଷକୁ ଫେରାଇ ଆଣିବି। ଏବଂ ସେଠାରେ ସେମାନେ ଗୋଟିଏ ଅପ୍ରଧାନ ରାଜ୍ୟ ହୋଇ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମ-ସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।