Ezekiel 29:15 — Compare Translations
5 translations compared side by side
Odia - 1840
"ଏହା ସବୁଠାରୁ ନୀଚ ରାଷ୍ଟ୍ର ହବେ ଏବଂ ଏହା ଅନ୍ୟ ରାଷ୍ଟ୍ରମାନଙ୍କ ଉପ ରେ ଉଠିପାରିବ ନାହିଁ। ମୁଁ ଏହାକୁ ଏତେ ଦୁର୍ବଳ କରି ଦବେି ଯେ, ସମାନେେ କବେେ ପୁଣି ଅନ୍ୟ ରାଷ୍ଟ୍ର ଉପ ରେ ଶାସନ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ରାଜ୍ୟ ମଧ୍ୟରେ ତାହା ନୀତତମ ହେବ ଓ ନାନା ଗୋଷ୍ଠୀୟ-ମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ଵ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସବୁଠାରୁ ନୀଚ ରାଷ୍ଟ୍ର ହେବ ଏବଂ ଏହା ଅନ୍ୟ ରାଷ୍ଟ୍ରମାନଙ୍କ ଉପରେ ଉଠିପାରିବ ନାହିଁ। ମୁଁ ଏହାକୁ ଏତେ ଦୁର୍ବଳ କରି ଦେବି ଯେ, ସେମାନେ କେବେ ପୁଣି ଅନ୍ୟ ରାଷ୍ଟ୍ର ଉପରେ ଶାସନ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।