Ezekiel 29:16 — Compare Translations
5 translations compared side by side
Odia - 1840
"ପୁଣି କବେେ ହେଲେ ଇଶ୍ରାୟେଲ ମିଶର ଉପ ରେ ଭରସା କରିବ ନାହିଁ, ଅପରନ୍ତୁ ଏହା ସମାନଙ୍କେର ଦୋଷ ମନେ ପକାଇ ଦବେ, ଯେତବେେଳେ ସମାନେେ ସମାନଙ୍କେର ସାହାୟ୍ଯ ପାଇଁ ମିଶର ଆଡ଼କୁ ବୁଲିବେ, ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଓ ପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲ ବଂଶ ମିସ୍ରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ଵାସ-ଭୂମି ଆଉ ହେବ ନାହିଁ ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କେବେହେଲେ ଇସ୍ରାଏଲ ମିଶର ଉପରେ ଭରସା କରିବ ନାହିଁ, ଅପରନ୍ତୁ ଏହା ସେମାନଙ୍କର ଦୋଷ ମନେ ପକାଇ ଦେବ, ଯେତେବେଳେ ସେମାନେ ସେମାନଙ୍କର ସାହାଯ୍ୟ ପାଇଁ ମିଶର ଆଡ଼କୁ ବୁଲିବେ, ତାହାହେଲେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଓ ପ୍ରଭୁ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲ ବଂଶ ମିସରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲ ବଂଶ ମିସ୍ରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସ-ଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”