Ezekiel 29:17 — Compare Translations

5 translations compared side by side

Odia - 1840
"ଅନନ୍ତର ସପ୍ତବିଂଶ ବର୍ଷର ପ୍ରଥମ ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ମିଶର ପାଇବ ଅନନ୍ତର ସତାଇଶ୍ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,