Ezekiel 29:18 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ଯସାମନ୍ତକୁ ସୋର ବିରୁଦ୍ଧ ରେ ଅତିଶଯ ପରିଶ୍ରମ କରାଇଅଛି। ପ୍ରେତ୍ୟକକ ମସ୍ତକ ଟାଙ୍ଗରା ହେଲା ଓ ପ୍ରେତ୍ୟକକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧ ରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ଯସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମ; ସୋରଠାରୁ କିଛି ବର୍ତ୍ତନ ପାଇଲେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଅତିଶୟ ପରିଶ୍ରମ କରାଇଅଛି। ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା’ର ସୈନ୍ୟସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍‍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)