Ezekiel 29:19 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଦେଖ, ମୁଁ ବାବିଲର ରାଜା ନବୂଖଦନିତ୍ସରକୁ ମିଶର ଦେଶ ଦବେି। ସେ ତା'ର ଲୋକମାନଙ୍କୁ ଓ ତାହାର ମୂଲ୍ଯବାନ ଦ୍ରବ୍ଯସବୁ ଲୁଟି ନଇେଯିବେ। ଆଉ ତାହାର ସମ୍ପତ୍ତି ଅପହରଣ କରିବ ଏବଂ ତାହାର ସୈନ୍ଯସାମନ୍ତଙ୍କ ବତନେ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୁଖଦ୍ନିତ୍ସରକୁ ମିସର ଦେଶ ଦେବାନ୍ତ ତହିଁରେ ସେ ତାହାର ଲୋକାରଣ୍ୟକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି ଏହା ତାହାର ସୈନ୍ୟସାମନ୍ତର ବେତନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଦେଖ, ମୁଁ ବାବିଲର ରାଜା ନବୂଖଦ୍ନିତ୍ସରକୁ ମିଶର ଦେଶ ଦେବି। ସେ ତା’ର ଲୋକମାନଙ୍କୁ ଓ ତାହାର ମୂଲ୍ୟବାନ ଦ୍ରବ୍ୟସବୁ ଲୁଟି ନେଇଯିବେ। ଆଉ ତାହାର ସମ୍ପତ୍ତି ଅପହରଣ କରିବ ଏବଂ ତାହାର ସୈନ୍ୟସାମନ୍ତଙ୍କ ବେତନ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।
Odia IRV 2017 (ଓଡିଆ ବାଇବେଲ)