Ezekiel 29:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋଙ୍କ ଆଡ଼କୁ ମୁହଁ ବୁଲାଅ, ତାଙ୍କ ବିରୁଦ୍ଧ ରେ ଓ ସମୁଦାଯ ମିଶର ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋଙ୍କ ଆଡ଼କୁ ମୁହଁ ବୁଲାଅ, ତାଙ୍କ ବିରୁଦ୍ଧରେ ଓ ସମୁଦାୟ ମିଶର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;