Ezekiel 29:20 — Compare Translations
5 translations compared side by side
Odia - 1840
"ଆମ୍ଭେ ତାହାର ପରିଶ୍ରମ ସକାେଶ ପୁରସ୍କାର ସ୍ବରୂପ ତାକୁ ମିଶର ଦେଶ ଦଇେଅଛୁ। କାରଣ ସମାନେେ ଆମ୍ଭ ପାଇଁ କାମ କଲେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାହାର ପରିଶ୍ରମ ସକାଶେ ପୁରସ୍କାର ସ୍ୱରୂପ ତାକୁ ମିଶର ଦେଶ ଦେଇଅଛୁ। କାରଣ ସେମାନେ ଆମ୍ଭ ପାଇଁ କାମ କଲେ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।