Ezekiel 29:3 — Compare Translations

5 translations compared side by side

Odia - 1840
"ଆଉ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ମିସର-ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ତ କୁମ୍ଭୀର, ତୁମ୍ଭେ କହିଅଛ, ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ହେ ମିଶରର ରାଜା ଫାରୋ, ମୁଁ ତୁମ୍ଭର ବିପକ୍ଷ ଅଟେ। ତୁମ୍ଭେ ଆପଣା ସ୍ରୋତ ସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ ଜୀବ କୁମ୍ଭୀର ସଦୃଶ। ତୁମ୍ଭେ କହିଅଛ, “ଏ ନଦୀ ମୋର, ମୁଁ ନିଜ ପାଇଁ ଏହାକୁ ସୃଷ୍ଟି କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’
Odia IRV 2017 (ଓଡିଆ ବାଇବେଲ)
ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”