Ezekiel 29:4 — Compare Translations
5 translations compared side by side
Odia - 1840
"'ମାତ୍ର ମୁଁ ତୁମ୍ଭ ମାଢ଼ି ରେ ଅଙ୍କୁଶ ଦବେି ଓ ତୁମ୍ଭ ସୋର୍ତ ସମୂହର ମତ୍ସ୍ଯ ସକଳକୁ ତୁମ୍ଭ ଦହରେ କାତି ରେ ଲଗାଇବି। ଆଉ ସହେି ସୋର୍ତ ସମୂହ ମଧ୍ଯରୁ ତୁମ୍ଭକୁ ଓ ତୁମ୍ଭ କାତି ରେ ଲାଗିଥିବା ସମସ୍ତ ମତ୍ସ୍ଯଙ୍କୁ ବାହାର କରି ଉପରକୁ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
“‘ମାତ୍ର ମୁଁ ତୁମ୍ଭ ମାଢ଼ିରେ ଅଙ୍କୁଶ ଦେବି ଓ ତୁମ୍ଭ ସ୍ରୋତ ସମୂହର ମତ୍ସ୍ୟ ସକଳକୁ ତୁମ୍ଭ ଦେହର କାତିରେ ଲଗାଇବି। ଆଉ ସେହି ସ୍ରୋତ ସମୂହ ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ସମସ୍ତ ମତ୍ସ୍ୟଙ୍କୁ ବାହାର କରି ଉପରକୁ ଆଣିବା। ତୁମ୍ଭକୁ ଓ ସମସ୍ତ ମତ୍ସ୍ୟଙ୍କୁ ପ୍ରାନ୍ତରରେ ଛାଡ଼ି ଦେବି ଓ ତୁମ୍ଭେ ପଦାରେ ପଡ଼ିରହିବ। ତୁମ୍ଭକୁ କେହି ସଂଗ୍ରହ କରିବେ ନାହିଁ ଓ କବର ଦେବେ ନାହିଁ। ଆଉ ତୁମ୍ଭେ ଭୂଚର ପଶୁଗଣର ଓ ଖେଚରମାନଙ୍କର ଖାଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା।