Ezekiel 29:5 — Compare Translations
4 translations compared side by side
Odia - 1840
"ତୁମ୍ଭକୁ ଓ ସମସ୍ତ ମତ୍ସ୍ଯଙ୍କୁ ପ୍ରାନ୍ତର ରେ ଛାଡ଼ି ଦବେି ଓ ତୁମ୍ଭେ ପଦା ରେ ପଡ଼ିରହିବ। ତୁମ୍ଭକୁ କହେି ସଂଗ୍ରହ କରିବେ ନାହିଁ ଓ କବର ଦବେେ ନାହିଁ। ଆଉ ତୁମ୍ଭେ ଭୂଚର ପଶୁଗଣର ଓ ଖଚେରମାନଙ୍କର ଖାଦ୍ୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ି ଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କି ସଞ୍ଚିତ ହେବ ନାହିଁ ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷୀଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ିଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷୀଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ି ଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।