Ezekiel 29:6 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ଯେ ସଦାପ୍ରଭୁ ଅଟେ ଏହା ମିଶର ନିବାସୀ ସମସ୍ତେ ଜାଣିବେ। 'କାରଣ ସମାନେେ ଇଶ୍ରାୟେଲ ବଂଶ ପ୍ରତି ଏକ ନାଳର ଆଶାବାଡ଼ି ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ । କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଯେ ସଦାପ୍ରଭୁ ଅଟେ ଏହା ମିଶର ନିବାସୀ ସମସ୍ତେ ଜାଣିବେ। “‘କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ଏକ ନାଳର ଆଶାବାଡ଼ି ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।