Ezekiel 29:7 — Compare Translations

5 translations compared side by side

Odia - 1840
"ଯେତବେେଳେ ସମାନେେ ତୁମ୍ଭର ହସ୍ତ ଧରିଲେ, ସେତବେେଳେ ତୁମ୍ଭେ ଭଗ୍ନ ହାଇେ ସମାନଙ୍କେର ସ୍କନ୍ଧସବୁ ବିଦୀର୍ଣ୍ଣ କଲ। ଆଉ ଯେତବେେଳେ ସମାନେେ ତୁମ୍ଭ ଉପ ରେ ଆଉଜିଲେ ସେତବେେଳେ ତୁମ୍ଭେ ଭଗ୍ନ ହାଇେ ସମାନଙ୍କେର ସମସ୍ତ କଟୀଦେଶ ଅଚଳ କଲ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟୀଦେଶ ଅଚଳ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ। ଆଉ ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟିଦେଶ ଅଚଳ କଲ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟିଦେଶ ଅଚଳ କଲ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟୀଦେଶ ଅଚଳ କଲ।