Ezekiel 29:8 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଦେଖ ମୁଁ ତୁମ୍ଭ ବିରୁଦ୍ଧ ରେ ଖଡ୍ଗ ଆଣିବି ଓ ତୁମ୍ଭ ମଧ୍ଯରୁ ମନୁଷ୍ଯ କଥା ପଶୁମାନଙ୍କୁ ବିନାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ଼୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଦେଖ ମୁଁ ତୁମ୍ଭ ବିରୁଦ୍ଧରେ ଖଡ଼୍ଗ ଆଣିବି ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ତଥା ପଶୁମାନଙ୍କୁ ବିନାଶ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା।