Ezekiel 29:9 — Compare Translations
5 translations compared side by side
Odia - 1840
"ପୁଣି ମିଶର ଧ୍ବଂସପ୍ରାପ୍ତ ହାଇେ ଶୂନ୍ଯସ୍ଥାନ ହବେ। ତାହା ହେଲେ ସମାନେେ ଜାଣିବେ ଯେ ମୁଁ ସଦାପ୍ରଭୁ ଅଟେ। ସେ ପୁଣି କହିଲେ, ଏହା କାହିଁକି ଘଟିବ? କାରଣ ସେ କହିଅଛି, 'ନଦୀ ମାରେ ଓ ମୁଁ ତାହା ସୃଷ୍ଟି କରିଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମିସର ଦେଶ ଧ୍ଵଂସିତ ଓ ଶୂନ୍ୟ ସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମିଶର ଧ୍ୱଂସପ୍ରାପ୍ତ ହୋଇ ଶୂନ୍ୟସ୍ଥାନ ହେବ। ତାହାହେଲେ ସେମାନେ ଜାଣିବେ ଯେ ମୁଁ ସଦାପ୍ରଭୁ ଅଟେ।” ସେ ପୁଣି କହିଲେ, “ଏହା କାହିଁକି ଘଟିବ? କାରଣ ସେ କହିଅଛି, ‘ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, ‘ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟ ସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, “ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।”