Ezekiel 3:1 — Compare Translations

5 translations compared side by side

Odia - 1840
"ଅନନ୍ତର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭ ସମ୍ମୁଖ ରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇଶ୍ରାୟେଲ ବଂଶକୁ ୟାଇ ଏସବୁ କଥା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କରଓ ଯାଇ ଇସ୍ରାଏଲ-ବଂଶ ସହିତ କଥା କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭ ସମ୍ମୁଖରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇସ୍ରାଏଲ ବଂଶକୁ ଯାଇ ଏସବୁ କଥା କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”