Ezekiel 3:10 — Compare Translations
5 translations compared side by side
Odia - 1840
"ଆହୁରି ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସହେିସବୁ କଥା ଆପଣା ଅନ୍ତଃକରଣ ରେ ଗ୍ରହଣ କର ଓ ଆପଣା କର୍ଣ୍ଣ ରେ ଶ୍ରବଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସେହିସବୁ କଥା ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।