Ezekiel 3:11 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ୟାଇ ସମାନଙ୍କେୁ କୁହ ଯେ, 'ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।' ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚଯ ସମାନଙ୍କେୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ ଯେ, ‘ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।’ ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚୟ ସେମାନଙ୍କୁ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।”