Ezekiel 3:12 — Compare Translations

5 translations compared side by side

Odia - 1840
"ଏହାପ ରେ ଆତ୍ମା ମାେତେ ଉପରକୁ ଉଠାଇଲା, ଏବଂ ମୁଁ ମାରେ ପଛ ରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ବନି ଥିଲା, ଏହା ଶୁଣାଗଲା, ଧନ୍ଯ ସଦାପ୍ରଭୁଙ୍କର ମହିମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତ୍ରେ, ଧନ୍ୟ ସଦାପ୍ରଭୁଙ୍କର ମହିମା, ଏହି କଥା ମହା ଖରତର ଶଦ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆତ୍ମା ମୋତେ ଉପରକୁ ଉଠାଇଲା, ଏବଂ ମୁଁ ମୋର ପଛରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ୱନି ଥିଲା, ଏହା ଶୁଣାଗଲା, “ଧନ୍ୟ ସଦାପ୍ରଭୁଙ୍କର ମହିମା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।