Ezekiel 3:13 — Compare Translations

5 translations compared side by side

Odia - 1840
"ସହେି ଜୀବିତ ପ୍ରାଣୀମାନଙ୍କର ଡ଼ଣୋ ଦ୍ବାରା ପରସ୍ପର ଝାଡ଼ି ହବୋର ଶବ୍ଦ ଥିଲା ଏବଂ ସମାନଙ୍କେର ଚକସବୁର ଗର୍ଜ୍ଜନ ଏକ ବଜ୍ରଧ୍ବନି ସୃଷ୍ଟି କରୁଥିଲା। ଏହା ବଜ୍ରସ୍ବର ପରି ଉଚ୍ଚ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶଦ୍ଦ ଓ ସେମାନଙ୍କ ପାର୍ଶ୍ଵସ୍ଥ ଚକ୍ରର ଶଦ୍ଦ, ଏହି ମହା ଖରତର ଶଦ୍ଦ ଶୁଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜୀବିତ ପ୍ରାଣୀମାନଙ୍କର ଡେଣା ଦ୍ୱାରା ପରସ୍ପର ଝାଡ଼ି ହେବାର ଶବ୍ଦ ଥିଲା ଏବଂ ସେମାନଙ୍କର ଚକସବୁର ଗର୍ଜନ ଏକ ବଜ୍ରଧ୍ୱନି ସୃଷ୍ଟି କରୁଥିଲା। ଏହା ବଜ୍ରସ୍ୱର ପରି ଉଚ୍ଚ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।