Ezekiel 3:14 — Compare Translations
5 translations compared side by side
Odia - 1840
"ତା'ପ ରେ ଆତ୍ମା ମାେତେ ଉପରକୁ ଉଠାଇ ନଇଗେଲା। ମୁଁ ଦୁଃଖିତ ହୃଦଯ ରେ କୋରଧିତ ହାଇେ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମାେତେ ଧରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲା। ମୁଁ ଦୁଃଖିତ ହୃଦୟରେ କ୍ରୋଧିତ ହୋଇ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମୋତେ ଧରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ପ୍ରବଳ ଥିଲା।