Ezekiel 3:15 — Compare Translations
5 translations compared side by side
Odia - 1840
"ତବେେ ମୁଁ ତଲେ-ଆବୀବକୁ, କବାର ନଦୀ ତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି। ସମାନେେ ଯେଉଁ ସ୍ଥାନ ରେ ବାସ କରୁଥିଲେ, ସେ ସ୍ଥାନ ରେ ସମାନଙ୍କେ ମଧିଅରେ ବିବ୍ରତ ଓ ନୀରବ ରେ ସାତଦିନ ବସି ରହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ତେଲ-ଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମୁଁ ତେଲ-ଆବୀବକୁ, କବାର ନଦୀ ତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି। ସେମାନେ ଯେଉଁ ସ୍ଥାନରେ ବାସ କରୁଥିଲେ, ସେ ସ୍ଥାନରେ ସେମାନଙ୍କ ମଧ୍ୟରେ ବିବ୍ରତ ଓ ନୀରବରେ ସାତ ଦିନ ବସି ରହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।