Ezekiel 3:16 — Compare Translations
5 translations compared side by side
Odia - 1840
"ଅନନ୍ତର ସାତଦିନ ପ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସାତ ଦିନ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Odia Bible ERV 2004 (ପବିତ୍ର ବାଇବଲ)
The Watchman of Israel ଅନନ୍ତର ସାତ ଦିନ ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା:
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା: