Ezekiel 3:17 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଆମ୍ଭେ ଇଶ୍ରାୟେଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିୟୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମ ରେ ସମାନଙ୍କେୁ ଚତନୋ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ-ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।