Ezekiel 3:18 — Compare Translations
5 translations compared side by side
Odia - 1840
"ଯଦି ଆମ୍ଭେ ସହେି ଦୁଷ୍ଟ ଲୋକଟିକୁ କହୁଁ, 'ତୁମ୍ଭେ ନିଶ୍ଚିତ ଭାବରେ ମରିବ।' ଏବଂ ଯଦି ତୁମ୍ଭେ ସହେି ଦୁଷ୍ଟ ଲୋକର କୁକର୍ମରୁ ତା'ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସପରେି ଦୁଷ୍ଟ ଲୋକ ତା'ର ପାପ ପାଇଁ ମରିବ କିନ୍ତୁ ତା'ର ମୃତ୍ଯୁ ପାଇଁ ମୁଁ ତୁମ୍ଭକୁ ଦାଯୀ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯେବେ ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ସେହି ଦୁଷ୍ଟ ଲୋକଟିକୁ କହୁ, ‘ତୁମ୍ଭେ ନିଶ୍ଚିତ ଭାବରେ ମରିବ।’ ଏବଂ ଯଦି ତୁମ୍ଭେ ସେହି ଦୁଷ୍ଟ ଲୋକର କୁକର୍ମରୁ ତା’ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସେପରି ଦୁଷ୍ଟ ଲୋକ ତା’ର ପାପ ପାଇଁ ମରିବ କିନ୍ତୁ ତା’ର ମୃତ୍ୟୁ ପାଇଁ ମୁଁ ତୁମ୍ଭକୁ ଦାୟୀ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।