Ezekiel 3:19 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ଯଦି ଦୁଷ୍ଟ ମନୁଷ୍ଯକୁ ସତର୍କ କରିଥାଅ ଆଉ ସେ ଆପଣା ପାପରୁ ଓ କୁପଥରୁ ନ ଫେ ରେ; ସେ ନିଜ ଦୋଷ ୟୋଗୁ ମରିବ। କିନ୍ତୁ ତୁମ୍ଭେ ତାକୁ ସତର୍କ କରିବା ଦ୍ବାରା ଆପଣା ପ୍ରାଣରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ଯେବେ ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ତୁମ୍ଭେ ଯଦି ଦୁଷ୍ଟ ମନୁଷ୍ୟକୁ ସତର୍କ କରିଥାଅ ଆଉ ସେ ଆପଣା ପାପରୁ ଓ କୁପଥରୁ ନ ଫେରେ; ସେ ନିଜ ଦୋଷ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ତାକୁ ସତର୍କ କରିବା ଦ୍ୱାରା ଆପଣା ପ୍ରାଣରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।