Ezekiel 3:2 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ମୁଖ ଖାଲିେଲି ଓ ସେ ସହେି ନଳାକାର ପୁସ୍ତକ ମାେତେ ଭୋଜନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ମୁଖ ଖୋଲିଲି ଓ ସେ ସେହି ନଳାକାର ପୁସ୍ତକ ମୋତେ ଭୋଜନ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।