Ezekiel 3:20 — Compare Translations

5 translations compared side by side

Odia - 1840
" ସହେିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହବୋ ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା' ସମ୍ମୁଖ ରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତବେେ ସେ ମୃତ୍ଯୁବରଣ କରିବ ଏବଂ ତା'ର ପୁଣ୍ଯକର୍ମସବୁ ହିସାବକୁ ନିଆୟିବ ନାହିଁ। ସେ ମୃତ୍ଯୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା'ର ମୃତ୍ଯୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାଯୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର କୌଣସି ଧାର୍ମିକ ଲୋକ ଯେବେ ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
“ସେହିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହେବା ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା’ ସମ୍ମୁଖରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତେବେ ସେ ମୃତ୍ୟୁବରଣ କରିବ ଏବଂ ତା’ର ପୁଣ୍ୟକର୍ମସବୁ ହିସାବକୁ ନିଆଯିବ ନାହିଁ। ସେ ମୃତ୍ୟୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା’ର ମୃତ୍ୟୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାୟୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Odia IRV 2017 (ଓଡିଆ ବାଇବେଲ)