Ezekiel 3:21 — Compare Translations

5 translations compared side by side

Odia - 1840
"କିନ୍ତୁ ଧାର୍ମିକ ଲୋକକୁ ଯଦି ତୁମ୍ଭେ ସତର୍କ କଲ ଓ ସେ ପାପ କଲା ନାହିଁ, ସେ ବଞ୍ଚିବ କାରଣ ସେ ତୁମ୍ଭର ଚତନୋ ନଲୋ। ଏହିପରି ତୁମ୍ଭେ ତୁମ୍ଭର ପ୍ରାଣ ରକ୍ଷା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯେବେ ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଧାର୍ମିକ ଲୋକକୁ ଯଦି ତୁମ୍ଭେ ସତର୍କ କଲ ଓ ସେ ପାପ କଲା ନାହିଁ, ସେ ବଞ୍ଚିବ କାରଣ ସେ ତୁମ୍ଭର ଚେତନା ନେଲା। ଏହିପରି ତୁମ୍ଭେ ତୁମ୍ଭର ପ୍ରାଣ ରକ୍ଷା କଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।